• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Aquarius

କୁମ୍ଭ

Monday 20 May 2024

ସ୍ୱାସ୍ଥ୍ୟରେ ସୁଧାର ଆସିବାସହ ଦୂରଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ । ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଆଧାତ୍ମିକ ଉନ୍ନତି, ଉଦ୍ୟମରେ ସଫଳତା , ଗୁହରେ ମାଙ୍ଗଲ୍ୟକର୍ମ , ଧର୍ମନୁଷ୍ଠାନରେ ଆୟୋଜନ ଦାୟିତ୍ୱ, ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :