• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Pisces

ମୀନ

Monday 20 May 2024

କର୍ମ କ୍ଷେତ୍ରରେ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ସାମ୍ବାଦିକ ମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ବ୍ୟବସାୟ କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାବେ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା କ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ନିଜର ଦକ୍ଷତା ପାଇଁ ପ୍ରଂଶସିତ ହେଲେ ମଧ୍ୟ ପଦୋନ୍ନତି ମିଳିପାରେ । ଛାତ୍ରଛାତ୍ରି ମାନେ ପରିଶ୍ରମ ତୁଳନାରେ ଫଳ ପାଇ ପାରିବେ ନାହିଁ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :