• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Gemini

ମିଥୁନ

Monday 20 May 2024

ସ୍ୱାସ୍ଥ୍ୟ ଠିକ୍ ରହିବ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ୱାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପରିବାରରେ ଶାନ୍ତିର ବାତାବରଣ ଦେଖାଦେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ନିଜର ବ୍ୟବହାରରେ ସଂଯମତା ରଖନ୍ତୁ । ସାମ୍ବାଦିକମାନେ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ନୂତନ ଗୃହ ,ବାହନ ଜାଗା ,ଜମି କ୍ରୟ କରିପାରିବେ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :