• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Cancer

କର୍କଟ

Monday 20 May 2024

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ । କୌଣସି ସମସ୍ୟାକୁ ଅବହେଳା ନ କରିବା ଉଚିତ୍ । ଗ୍ରାହକଙ୍କ ସହ ତର୍କ ବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ସାମାନ୍ୟ କ୍ଷତି ହୋଇପାରେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ ।

ପ୍ରତିକାର – ମା ଭୁନନେଶୂରୀଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :