• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Leo

ସିଂହ

Monday 20 May 2024

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ପାଇବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବିଦ୍ୟାର୍ଥି ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ନିଜର ବ୍ୟବହାରରେ ସଂଯମତା ରଖନ୍ତୁ । ସାମ୍ବାଦିକ ମାନେ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ନୂତନ ଗୃହ ,ବାହନ ଜାଗା, ଜମି କ୍ରୟ କରି ପାରିବେ ।

ପ୍ରତିକାର – ରାମଙ୍କର ମନ୍ତ୍ର ଜପ କରନ୍ତୁ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :