• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Virgo

କନ୍ୟା

Monday 20 May 2024

ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବୈଜ୍ଞାନିକ ମାନେ ନୂତନ ତଥ୍ୟ ହାସଲରେ ପ୍ରୟାସ କରିବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବା ସହ ବିବାହ ବଦ୍ଧନରେ ବାନ୍ଧି ହେବେ । ପେସାଦାର ମାନେ ପ୍ରବଳ ସଂଘର୍ଷ ମଧ୍ୟରେ ସଫଳତା ପାଇବେ । ସମାଜ ସେବା କରିବାରେ ମନଭାବ ପୋଷଣ କରିବେ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :