• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Scorpio

ବିଛା

Monday 20 May 2024

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ଭାଇ-ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ସରକାରୀ କ୍ଷେତ୍ରରେ ପରୀକ୍ଷା ଦେଲେ ଉତିର୍ଣ୍ଣ ହେବେ । ଆର୍ଥିକ କ୍ଷେତ୍ରରେ ଉତମ ପରିମାଣ ପ୍ରାପ୍ତ ହେବ । ନିଜର ରଚନାତ୍ମକ କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ । ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :