• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Sagittarius

ଧନୁ

Monday 20 May 2024

ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଜନସେବା ଦ୍ୱାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।

ପ୍ରତିକାର –ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :