• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Capricorn

ମକର

Monday 20 May 2024

ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ଗୃହରେ ସବୁ ସଦସ୍ୟଙ୍କ ଧ୍ୟାନ ରଖିଲେ ସକାରତ୍ମକ ପରିବେଶ ସୃଷ୍ଟି ହେବ । ସ୍ୱାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ପରିବାରରେ କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । କାର୍ଯ୍ୟ କ୍ଷେତ୍ରରେ ଗୁରୁଦାୟିତ୍ୱ ନେଇ ଧାଁ ଦଉଡ କରିବା ଫଳରେ କଷ୍ଟ ସ୍ୱୀକାର କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :