Weekly Horoscope: from may 20 to may 26: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ..

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ ।

Aries

ମେଷ

Monday 20 May 2024

ଖାଦ୍ୟ ପେୟ ଓ ଜୀବନ ଶୈଳୀରେ ଶାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି କଷ୍ଟ ଅନୁଭବ କରିପାରନ୍ତି । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ।

ପ୍ରତିକାର- ଓଁ ଅଂ ଅଙ୍ଗାରକାୟ ନମଃ ଜପ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :