• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Aries

ମେଷ

Monday 27 May 2024

ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ୱାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାମସମ୍ମାନ ବଜାୟ ରହିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ

ପ୍ରତିକାର - ହନୁମାନଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :