• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Taurus

ବୃଷ

Monday 27 May 2024

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟାର୍ଥୀଙ୍କ ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ

ପ୍ରତିକାର – ଶୁକ୍ରଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :