• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Aquarius

କୁମ୍ଭ

Monday 27 May 2024

କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ। ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :