• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Pisces

ମୀନ

Monday 27 May 2024

ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ । ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ । ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :