• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Gemini

ମିଥୁନ

Monday 27 May 2024

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ ଜ୍ଝ ପିଲା ମାନେ ଆଜି ପାଠ ପ୍ରତି ଆଗ୍ରହ ନଥିବା ଯୋଗୁଁ ବିଦ୍ୟାଳୟରେ ନିରାଶ କରି ପାରନ୍ତି ଜ୍ଝ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବାସହ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ଯନ୍ତ୍ରିକା ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :