• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Cancer

କର୍କଟ

Monday 27 May 2024

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରିବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ।

ପ୍ରତିକାର – ମା ଭୂବନେଶୂରୀ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :