• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Leo

ସିଂହ

Monday 27 May 2024

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା କାର୍ଯ୍ୟାଳୟରେ ସମସ୍ୟାଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :