• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Virgo

କନ୍ୟା

Monday 27 May 2024

ଆଖିରେ ଯନ୍ତ୍ରଣା ଅନୁଭବ କରିବା ସହିତ ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଆର୍ଥିକ ପରିସ୍ଥିତି ଭଲ ଥିଲେ ମଧ୍ୟ ବସନ ଭୂଷଣରେ ବ୍ୟୟ ଘଟିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :