• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Scorpio

ବିଛା

Monday 27 May 2024

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ସାଙ୍ଗ ସାଥୀମାନେ ସାହାଯ୍ୟ କରିବେ । ସ୍ଥଗିତ ଥିବା କର୍ମଟି ପୂରଣ ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ସଭାସମିତି , ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ ।

ପ୍ରତିକାର - ବଗଳା ମୁଖିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :