• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From May 27 To 2nd june 2024: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ,ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଏହି ସପ୍ତାହରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ ।

Capricorn

ମକର

Monday 27 May 2024

ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲିଖିତ ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁ୍େ‌ାଗ ମିଳିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ୱନ୍ଦ ଦୁର ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହିତ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :