• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩: ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

Taurus

ବୃଷ

Tuesday 24 Jan 2023

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ । ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ପୁଞି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବେ

ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :