• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩: ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

Pisces

ମୀନ

Tuesday 24 Jan 2023

ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଖୁସି ଅନୁଭବ କରିବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ଯେଉଁ କାର୍ଯ୍ୟ କରିବାକୁ ଚେଷ୍ଟା କରିବେ, ତାହା ସହଜରେ ସମ୍ପୂର୍ଣ୍ଣ ହୋଇଯିବ ।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :