• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩: ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

Gemini

ମିଥୁନ

Tuesday 24 Jan 2023

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବେ । ପୈତୃକ ସମ୍ପତିକି ନେଇ ଲାଗିଥିବା ବିବାଦର ସମାଧାନ ହୋଇଯିବ ।

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :