• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩: ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

Virgo

କନ୍ୟା

Tuesday 24 Jan 2023

ଧନ ସଞ୍ଚୟ କରିବା ପାଇଁ କିଛି ସଂଘର୍ଷ ମଧ୍ୟ କରିବାକୁ ପଡିପାରେ । ବାସସ୍ଥାନ ବା ଯାନବାହନର ନବୀକରଣ ସୁଯୋଗ ପ୍ରାପ୍ତି ହେବ । ଛାତ୍ରଛାତ୍ରି ମାନେ ପଢା ପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷା ହାସଲ କରିବେ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନ ପାଇ ବରିଷ୍ଠ ନେତାଙ୍କ ସ୍ନେହର ପାତ୍ର ହେବେ । କର୍ମକ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :