• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩: ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

Libra

ତୁଳା

Tuesday 24 Jan 2023

ପରିବାର ସଦସ୍ୟଙ୍କ ସବୁ ଦାୟିତ୍ୱକୁ ପୂରଣ କରିବେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିପାରେ । ଚାକିରି ଖୋଜୁଥିବା ବ୍ୟକ୍ତି ମାନଙ୍କୁ ନିଜର ପରିଣାମ ମିଳିବ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ମିତ୍ରଙ୍କ ସାହାଯ୍ୟ ଦ୍ୱାରା ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ ।

ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :