• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩: ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

Scorpio

ବିଛା

Tuesday 24 Jan 2023

ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ପାରିବେ । ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ସବୁ ପରିସ୍ଥିତିରେ ସଂଯମତା ରଖିବା ଉଚିତ୍ ।

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :