• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩: ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

Sagittarius

ଧନୁ

Tuesday 24 Jan 2023

ପ୍ରେମ ସମ୍ପର୍କକୁ ନେଇ ମନରେ କୈାଣସି ଆଶଙ୍କା ରହିବ ନାହିଁ । ବୈାବାହିକ ଜୀବନ ସୁଖମୟ ହେବାର ଅନୁଭବ କରି ପାରିବେ । ସାଙ୍ଗ ସାଥିଙ୍କ ସହ ଦୂର ସ୍ଥାନକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ଦୀର୍ଘଦୀନ ଧରି ଅଧା ହୋଇ ପଡିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :