• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩: ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

Capricorn

ମକର

Tuesday 24 Jan 2023

ପରିବାରରେ ଉତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଅଲଗା ଅଲଗା ମାଧ୍ୟମରେ ଧନ ଉପାର୍ଜନ କରିବାରେ ସକ୍ଷମ ହେବେ । ବିଦ୍ୟାର୍ଥୀ ମାନଙ୍କର ସମୟ ବହୁତ ଭଲ ରହିଲେ ମଧ୍ୟ ପାଠପଢାରେ ବିଶେଷ ଧ୍ୟାନ ଦେବାକୁ ହେବ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିଲେ ଭଲ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ ପ୍ରଶଂସା ପାଇବେ ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :