ସାପ୍ତାହିକ ରାଶିଫଳ: ୨୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩: ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ

Aries

ମେଷ

Tuesday 24 Jan 2023

ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଗୁହକୁ ସମ୍ପର୍କୀୟ ମାନଙ୍କର ଆଗମନ ହେବ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ୍ ହେବେ । ସମାଜ କଲ୍ୟାଣ , ଧର୍ମାନୁଷ୍ଠାନରେ , ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଭାଗ୍ୟର ପରିବର୍ତନ ହେବା ସହିତ ଉନ୍ନତି ପଥରେ ଅଗ୍ରସର ହେବେ ।

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :