• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩୦ ଜାନୁଆରୀରୁ ୫ ଫେବୃଆରୀ ୨୦୨୩: ଏହି ସପ୍ତାହରେ ଆପଣଙ୍କୁ ଆର୍ଥିକ ସଙ୍କଟର ସମ୍ମୁଖୀନ ହେବାକୁ ପଡିବ

ଏହି ସପ୍ତାହରେ ଆପଣଙ୍କୁ ଆର୍ଥିକ ସଙ୍କଟର ସମ୍ମୁଖୀନ ହେବାକୁ ପଡିବ । ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ, ଏହି ସପ୍ତାହରେ ଅର୍ଥ କୋଷ ଓ ଯୋଜନାରେ ନିବେଶ କରିବା ଆପଣଙ୍କ ପାଇଁ ଉପକାରି ରହିବ ।

Aries

ମେଷ

Monday 30 Jan 2023

ଆପଣଙ୍କ ପିଲାଳିଆ ସ୍ୱଭାବ ପୁଣିଥରେ ଦେଖାଦେବ । ଆଜି ଆପଣଙ୍କୁ ସେମିତି ବନ୍ଧୁ ମାନଙ୍କ ଠାରୁ ଦୂରରେ ରହିବା ଉଚିତ ଯେଉଁମାନେ ଋଣ ନିଅନ୍ତି କିନ୍ତୁ ଫେରାନ୍ତି ନାହିଁ l ନିଜର ପିଲାଙ୍କ ପାଇଁ କିଛି ବିଶେଷ ଯୋଜନା କରନ୍ତୁ l ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର l ଜୀବନରେ ସମ୍ବନ୍ଧ ଏବଂ ସମ୍ପର୍କୀୟଙ୍କ ମୂଲ୍ୟ ବୁଝିବାକୁ ଚେଷ୍ଟା କରନ୍ତୁ l ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବାକୁ ଚେଷ୍ଟା କରନ୍ତୁ

ପ୍ରତିକାର- କୈାଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :