ଏହି ସପ୍ତାହରେ ଆପଣଙ୍କୁ ଆର୍ଥିକ ସଙ୍କଟର ସମ୍ମୁଖୀନ ହେବାକୁ ପଡିବ । ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ, ଏହି ସପ୍ତାହରେ ଅର୍ଥ କୋଷ ଓ ଯୋଜନାରେ ନିବେଶ କରିବା ଆପଣଙ୍କ ପାଇଁ ଉପକାରି ରହିବ ।
ଆପଣଙ୍କୁ ଆର୍ଥିକ ସଙ୍କଟର ସମ୍ମୁଖୀନ ହେବାକୁ ପଡିବ l ଘରକୁ ଅଥିତି ଆସିବା କାରଣରୁ ଦିନ ଆନନ୍ଦରେ କଟିବ l ଆଜି ପ୍ରେମ ସମ୍ବନ୍ଧରେ ନିଜର ସ୍ୱତନ୍ତ୍ର ବିବେକର ବ୍ୟବହାର କରନ୍ତୁ l ଆପଣଙ୍କୁ ଜଣା ପଡ଼ିଯିବ କି କାର୍ୟ୍ୟାଳୟରେ ଆପଣଙ୍କ ବରିଷ୍ଠ ଅଧିକାରୀ ଆପଣଙ୍କ ସହିତ ଅଟେ କଡ଼ା କଥା କାହିଁକି ହେଉଛନ୍ତି l କାରଣ ଜଣିକି ଆପଣଙ୍କୁ ସନ୍ତୋଷ ହେବ l ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇ ପାରେ
ପ୍ରତିକାର- ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬