ଏହି ସପ୍ତାହରେ ଆପଣଙ୍କୁ ଆର୍ଥିକ ସଙ୍କଟର ସମ୍ମୁଖୀନ ହେବାକୁ ପଡିବ । ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ, ଏହି ସପ୍ତାହରେ ଅର୍ଥ କୋଷ ଓ ଯୋଜନାରେ ନିବେଶ କରିବା ଆପଣଙ୍କ ପାଇଁ ଉପକାରି ରହିବ ।
ଆପଣଙ୍କୁ ମାନସିକ ଶାନ୍ତି ମିଳିବ l ପରିବେଶରେ ଥିବା ଲୋକ ମାନେ ଖୁସିରେ ଭରି ଉଠିବେ l କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ଭେଟ ହୋଇପାରେ ତାଙ୍କ ସହିତ ସମ୍ପର୍କ ବଢାଇବେ l ଆଜି ଭଲ ବିଚାରରେ ଭରା ରହିବେ ଓ ଆପଣଙ୍କ ଚୟନ କରିଥିବା କ୍ରିୟା ଯୋଗୁଁ ଆଶାରୁ ବହୁତ ବେଶୀ ଲାଭ ପାଇବେ l ପାରିବାରିକ ବିବାଦ କାରଣରୁ ଆଜି ଆପଣଙ୍କ ବୈବାହିକ ଜୀବନ ପ୍ରଭାବିତ ରହିବ
ପ୍ରତିକାର- ମାଆ ଭୂବନେଶୂରୀ ଯନ୍ତ୍ରିକ ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨