ଏହି ସପ୍ତାହରେ ଆପଣଙ୍କୁ ଆର୍ଥିକ ସଙ୍କଟର ସମ୍ମୁଖୀନ ହେବାକୁ ପଡିବ । ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ, ଏହି ସପ୍ତାହରେ ଅର୍ଥ କୋଷ ଓ ଯୋଜନାରେ ନିବେଶ କରିବା ଆପଣଙ୍କ ପାଇଁ ଉପକାରି ରହିବ ।
ପରିବାର ଲୋକଙ୍କ କଥାକୁ ଗୁରୁତ୍ୱ ଦିଅନ୍ତୁ l ତାଙ୍କର ସୁଖ-ଦୁଃଖର ଭାଗିଦାର ହୁଅନ୍ତୁ l କାମ ଅଟକି ଥିବା ସତ୍ୱେ ପ୍ରେମ ଓ ବାହାରକୁ ଯାଇକି ବୁଲା ବୁଲି କରିବାର ବିଚାର ଆପଣଙ୍କ ମନରେ ଆସିବ l ଆପଣଙ୍କ ଆତ୍ମବିଶ୍ଵାସରେ ବୃଦ୍ଧି ହେବ ଜ୍ଝ ଯାତ୍ରା ଓ ଶିକ୍ଷାଠୁ ଜଡିତ କାର୍ୟ୍ୟ ଆପଣଙ୍କ ସଚେତନତାରେ ବୃଦ୍ଧି ଆଣିବ l ଆପଣଙ୍କ ଘରର ସଦସ୍ୟମାନେ ଆପଣଙ୍କୁ ବାରମ୍ବାର ଅବରୋଧ କରିବେ
ପ୍ରତିକାର- ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬