• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ମାର୍ଚ୍ଚରୁ ୧୯ ମାର୍ଚ୍ଚ ୨୦୨୩: ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଏହି ସପ୍ତାହରେ ରାଜନୀତିରେ ସଫଳତା ପାଇ ପାରନ୍ତି ।

Aquarius

କୁମ୍ଭ

Monday 13 Mar 2023

ହିସାବ , ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି । ସହକର୍ମୀଙ୍କ ଠାରୁ ପର୍ଯ୍ୟାପ୍ତ ସହଯୋଗ ପାଇବେ । ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର୍ଯ୍ୟ ସିଦ୍ଧ ହେବ । ଚାକିରୀ ବୃତିରେ ସୃଙ୍ଖଳା ଦେଖାଦେଇ ପାରେ । ପରିବାର ମଧ୍ୟରେ ଆନନ୍ଦ ଉଲ୍ଲାସ ଦେଖାଦେଇ ପାରେ । ଆପଣଙ୍କର ଆତ୍ମବିଶ୍ୱାସ , ଓ କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :