• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ମାର୍ଚ୍ଚରୁ ୧୯ ମାର୍ଚ୍ଚ ୨୦୨୩: ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଏହି ସପ୍ତାହରେ ରାଜନୀତିରେ ସଫଳତା ପାଇ ପାରନ୍ତି ।

Cancer

କର୍କଟ

Monday 13 Mar 2023

ବାପାଙ୍କ ସାହାଯ୍ୟରେ ଆପଣଙ୍କର ସବୁକାର୍ଯ୍ୟ ସପୂର୍ଣ୍ଣ ହେବ । ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହି ହେବେ । ଛାତ୍ରଙ୍କୁ କୈଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ପ୍ରତିକାର- “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :