ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଏହି ସପ୍ତାହରେ ରାଜନୀତିରେ ସଫଳତା ପାଇ ପାରନ୍ତି ।
ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ଦୈନଦିନ ଜୀବନଟି ମୋଟାମୋଟି ଭାବେ ବିତାଇବେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନା କରିବେ । ଶାରୀରିକ ପିଡା ଭୋଗ କରି ପାରନ୍ତି । ପରିଶ୍ରମରେ ବିଫଳତା, ଭୟ ଓ ଆଶଙ୍କା ଦେଖା ଦେବ । ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ । ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ
ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬