• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ମାର୍ଚ୍ଚରୁ ୨୬ ମାର୍ଚ୍ଚ ୨୦୨୩: ଏହି ସପ୍ତାହରେ ବହୁଦିନରୁ ବିଫଳ ହେଉଥିବା କାର୍ଯ୍ୟରେ ସଫଳତା ପାଇବେ

ଏହି ସପ୍ତାହରେ ବହୁଦିନରୁ ବିଫଳ ହେଉଥିବା କାର୍ଯ୍ୟକ୍ରମରେ କିଛି ମାତ୍ରାରେ ସଫଳତା ଆସିବ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ପ୍ରେମିକା-ପ୍ରେମିକଙ୍କ ପାଇଁ ଉତ୍ତମ ସପ୍ତାହ ରହିବ ।

Libra

ତୁଳା

Tuesday 21 Mar 2023

ଆଜି ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ। ନିର୍ମାଣ କାର‌୍ୟ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ। ସହକର୍ମୀ ମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଯାନବାହନ ଦୁର୍ଘଟଣା, ଜମିବଡି ବ୍ୟାପାରରେ ବୃଥା ବ୍ୟୟ, ଅଧ୍ୟୟନରେ ଆଗକୁ ବଢିପାରନ୍ତି । ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ ।

ପ୍ରତିକାର- ଓଁ ହ୍ରୀଂ ଦୁଂ ଦୁର୍ଗାୟୈ ନମଃ ଜପ କରନ୍ତୁ

 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :