• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ମାର୍ଚ୍ଚରୁ ୨୬ ମାର୍ଚ୍ଚ ୨୦୨୩: ଏହି ସପ୍ତାହରେ ବହୁଦିନରୁ ବିଫଳ ହେଉଥିବା କାର୍ଯ୍ୟରେ ସଫଳତା ପାଇବେ

ଏହି ସପ୍ତାହରେ ବହୁଦିନରୁ ବିଫଳ ହେଉଥିବା କାର୍ଯ୍ୟକ୍ରମରେ କିଛି ମାତ୍ରାରେ ସଫଳତା ଆସିବ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ପ୍ରେମିକା-ପ୍ରେମିକଙ୍କ ପାଇଁ ଉତ୍ତମ ସପ୍ତାହ ରହିବ ।

Sagittarius

ଧନୁ

Tuesday 21 Mar 2023

ସମ୍ମାନ ବୃଦ୍ଧି, କେତେକ ନୂତନ କାର‌୍ୟ୍ୟରେ ସଫଳତା ହାସଲ କରିବେ । ସୁସମ୍ବାଦ ପ୍ରାପ୍ତି ଓ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ସୃଷ୍ଟି ହେବାର ସୂଚନା ମିଳିପାରେ । ଜମି ବାଡି ସମ୍ବନ୍ଧୀୟ ମାମଲାରେ ଖର୍ଚ୍ଚାନ୍ତ ହୋଇ ବିଜୟୀ ଲାଭ କରି ପାରନ୍ତି । କାର‌୍ୟ୍ୟ କ୍ଷେତ୍ରରେ ଧର‌୍ୟ୍ୟ ଧରି କାମ କରନ୍ତୁ ସଫଳ ହେବେ । ଆଜି ଦିନଟିରେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ । ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :