• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ମାର୍ଚ୍ଚରୁ ୨୬ ମାର୍ଚ୍ଚ ୨୦୨୩: ଏହି ସପ୍ତାହରେ ବହୁଦିନରୁ ବିଫଳ ହେଉଥିବା କାର୍ଯ୍ୟରେ ସଫଳତା ପାଇବେ

ଏହି ସପ୍ତାହରେ ବହୁଦିନରୁ ବିଫଳ ହେଉଥିବା କାର୍ଯ୍ୟକ୍ରମରେ କିଛି ମାତ୍ରାରେ ସଫଳତା ଆସିବ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ପ୍ରେମିକା-ପ୍ରେମିକଙ୍କ ପାଇଁ ଉତ୍ତମ ସପ୍ତାହ ରହିବ ।

Capricorn

ମକର

Tuesday 21 Mar 2023

ପରିବାର ବର୍ଗଙ୍କ ପାଇଁ ଆପଣ କେତେକ କ୍ଷେତ୍ରରେ ସଫଳତା ପାଇ ପାରନ୍ତି । ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟୀମାନେ କୌଶଳରେ କାର‌୍ୟ୍ୟ ହାସଲ କରିବେ । ବହୁ ବ୍ୟୟ, ମାଲିମକଦ୍ଦମା ସହିତ ସାମାନ୍ୟ ସୁଫଳ ମିଳିପାରେ

ପ୍ରତିକାର- ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :