• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Aries

ମେଷ

Monday 25 Mar 2024

ପରିବାର ତଥା କୁଟିମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଆୟୋଜନ କରିପାରିବେ । ଆଜି କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବାରେ ସମର୍ଥ ହେବେ। ସାଧାରଣ ଘଟଣା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ଅସହିଷ୍ଣୁ ମନୋଭାବ ନେଇ ପରୋକ୍ଷ ଶତ୍ରୁତା ଆଚରଣ କରିବେ। ଧନ, ଧାନ୍ୟ, ଐଶ୍ୱର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ସମୟ ଲାଗିପାରେ ।

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :