• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Taurus

ବୃଷ

Monday 25 Mar 2024

ସ୍ବାସ୍ଥ୍ୟ ସମସ୍ୟା, କାର‌୍ୟ୍ୟରେ ବିଳମ୍ବଜନିତ ମାନସିକ ଅଶାନ୍ତି ଅନୁଭବ କରିବେ। ଟଙ୍କା ପଇସାର ଅଭାବ ରହିବ ନାହିଁ। ଯାତ୍ରା ସ୍ଥଗିତ ରହିଯାଇପାରେ। ଭୁଲ୍ ବୁଝାମଣା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ ହେବ। ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ କିଛି ପରିମାଣରେ ଝମେଲା ଆସିପାରେ। ଦରକାରୀ କାଗଜପତ୍ର କିମ୍ବା ସୁନା ଜିନିଷ ହଜି ଯିବାର ସମ୍ଭାବନା ରହିଛି। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ।

ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :