• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Aquarius

କୁମ୍ଭ

Monday 25 Mar 2024

ନିର୍ମାଣ କାମ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣସୂତ୍ରରେ ଅର୍ଥଲାଭ କରିବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ରଚନାମତ୍କ କାର‌୍ୟ୍ୟ, କଳା, କ୍ରୀଡ଼ା, ଚଳଚ୍ଚିତ୍ର ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :