• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Pisces

ମୀନ

Monday 25 Mar 2024

ପରିବାରରେ ଉତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଅଲଗା ଅଲଗା ମାଧ୍ୟମରେ ଧନ ଉପାର୍ଜନ କରିବାରେ ସକ୍ଷମ ହେବେ । ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିପାରନ୍ତି। ବନ୍ଧୁଙ୍କ ସହାୟତାରେ କଳା, ସାହିତ୍ୟ ଓ କ୍ରୀଡ଼ା ପ୍ରଭୃତିରେ ମନୋରଞ୍ଜନ ପ୍ରୀତିପ୍ରଦ ହେବ। ବାଣିଜ୍ୟ, ବ୍ୟବସାୟ ସମ୍ପର୍କିତ କେତେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :