• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Gemini

ମିଥୁନ

Monday 25 Mar 2024

କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କର ଖୁସି ହେବେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ପ୍ରଶାସନ, ଯୋଗାଯୋଗ କ୍ଷେତ୍ରରୁ ଉପକୃତ ହେବେ। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିପାରେ। ସାଧାରଣ କଥାରେ ବନ୍ଧୁ ମୁହଁ ଫଣ ଫଣ କରିପାରନ୍ତି। ଆନୁଷ୍ଠାନିକ କାମ, ମନୋରଞ୍ଜନ, ଆଧ୍ୟାତ୍ମିକ ଆଲୋଚନା ତଥା ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ। ସାମାନ୍ୟ ଅସୁବିଧା ହେଲେ ମଧ୍ୟ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :