• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Cancer

କର୍କଟ

Monday 25 Mar 2024

ବନ୍ଧୁଙ୍କ ଜରିଆରେ କୌଣସି ଶୁଭ ଖବର ପାଇ ସକାଳ ସମୟଠି ଭଲରେ ଅତିବାହିତ ହେବ । ବିଭିନ୍ନ ଯୋଜନାର କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସାମୟିକ ଭାବରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି । କର୍ମ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଆଇନ ଅଦାଲତରୁ ସୁଫଳ ପାଇବେ । ଏବଂ ସମସ୍ୟା ସମାଧାନ ହୋଇଯିବ । ଆତ୍ମୀୟ ସ୍ୱଜନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚିନ୍ତା ବଢିପାରେ ।

ପ୍ରତିକାର- “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :