• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Leo

ସିଂହ

Monday 25 Mar 2024

କର୍ମକ୍ଷେତ୍ରରେ ଜଣେ ଅପରିଚିତ ବ୍ୟକ୍ତି ବହୁତ ସାହାଯ୍ୟ କରିବେ। ଅତୀତ ସ୍ମୃତିଚାରଣ କରି ମାନସିକ ସ୍ତରରେ ବିଚଳିତବୋଧ କରିବେ। ଅଧିକ ସମୟ ପରିସ୍ଥିତିକୁ ନଜର ରଖି ନୀରବ ରହିବାକୁ ପସନ୍ଦ କରିପାରନ୍ତି। ଆଜିର ଯାତ୍ରାକାଳୀନ ଫେରନ୍ତା ବାଟରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ରକ୍ତଚାପ କିମ୍ବା ଡାଇବେଟିସ୍ଜନିତ ରୋଗରେ ପୀଡା ବୃଦ୍ଧି ପାଇପାରେ।

ପ୍ରତିକାର- “ଓଁ ହ୍ଲୀଂ ହ୍ଲୀଂ ସୂର‌୍ୟ୍ୟାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :