• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Virgo

କନ୍ୟା

Monday 25 Mar 2024

ସମ୍ପର୍କୀୟଙ୍କ ବେଖାତିର ମନୋଭାବ ସାଙ୍ଗକୁ ମର୍ମଭେଦୀ ବାକ୍ୟବାଣରେ ଅତିଷ୍ଠ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅଧସ୍ତନଙ୍କୁ ଉପଯୁକ୍ତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଆଣ୍ଠୁଗଣ୍ଠି ବାତଜନିତ କଷ୍ଟ ପାଇବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :