• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Libra

ତୁଳା

Monday 25 Mar 2024

ଅନ୍ୟମାନଙ୍କ ପ୍ରରୋଚନାରେ ପଡି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ପାରିବାରିିକ ଜଞ୍ଜାଳ ବୃଦ୍ଧି ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ସଭାସମିତି, କଳା ସାହିତ୍ୟ, ଆନୁଷ୍ଠାନିକ କାମରେ ମନୋରଞ୍ଜନ ପ୍ରୀତିପଦ ହେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ହେବ ନାହିଁ କିନ୍ତୁ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ହେବ ନାହିଁ ।ଧନ ସଞ୍ଚୟ କରିବା ପାଇଁ କିଛି ସଂଘର୍ଷ ମଧ୍ୟ କରିବାକୁ ପଡିପାରେ ।

ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :