• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Scorpio

ବିଛା

Monday 25 Mar 2024

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ଦୀର୍ଘ ଦିନରୁ ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘ ସମୟ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଛାତ୍ରଛାତ୍ରି ମାନେ ପଢା ପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷା ହାସଲ କରିବେ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନ ପାଇ ବରିଷ୍ଠ ନେତାଙ୍କ ସ୍ନେହର ପାତ୍ର ହେବେ ।

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :