• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Sagittarius

ଧନୁ

Monday 25 Mar 2024

ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ କଳହ ଦେଖାଦେଇ ପାରେ। ପରିସ୍ଥିତିରେ ପଡି ବନ୍ଧୁଙ୍କ ଆଗରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ନିର୍ମାଣାଧୀନ କାମ ଶେଷ ପର‌୍ୟ୍ୟାୟକୁ ଯିବାପୂର୍ବରୁ ସମସ୍ୟା ଆସିପାରେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବେ

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :